ଆସନ୍ତାକାଲି କଟକ ଏବଂ ଝାରସୁଗୁଡ଼ା ଜିଲ୍ଲାରେ ଓଡ଼ିଶାର ବରପୁତ୍ର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ମହାନ୍ ବିପ୍ଲବୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ @dpradhanbjp

Jan 22, 2021 · 5:40 PM UTC

6
28
117