ଆମର ଚାଷୀ ଭାଇ ମାନଙ୍କର କଠିନ ପରିଶ୍ରମର ଉତ୍ସବ ହେଉଛି ପବିତ୍ର ନୂଆଁଖାଇ । ସେମାନଙ୍କର ଝାଳବୁହା ପରିଶ୍ରମ କାରଣରୁ ଆମ ଦେଶକୁ ଅନ୍ନ ମିଳୁଛି । ଏହି ବିଶେଷ ଦିବସରେ ସମସ୍ତଙ୍କ ଉନ୍ନତି ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି । ନୂଆଁଖାଇ ଜୁହାର ।
1,457
3,257
348
25,208
Replying to @narendramodi

Aug 23, 2020 · 7:15 AM UTC

1